ଆଜି ରାଜ୍ୟରେ ୧୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୩ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୬୬ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୫୯୩ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି...

ସୁକିନ୍ଦା ବ୍ଲକ ରାସାଁଳୋ ପଞ୍ଚାୟତ: ଗାଁ ଦାଣ୍ଡରେ ଚାଲିଛି ପାଠପଢା

ସୁକିନ୍ଦା, ୭ା୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ରାସଁ।ଳୋ ପଞ୍ଚାୟତ ମଲାର ସାହିରେ ଖୋଲା ଆକାଶ ତଳେ ପାଠପଢା ହେବା ସାଙ୍ଗକୁ କୋମଳମତି ଶିଶୁଙ୍କ ପାଇଁ ଖାଦ୍ୟ ରନ୍ଧା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮,...

ତୀବ୍ର ଅବପାତ ନେଲା ୨ ଜୀବନ: ୪ ଗୁରୁତର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ତୀବ୍ର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଲାଗି ରହିଛି। ତେବେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ...

ସଙ୍କଟରେ ରିୟଲ ଇଷ୍ଟେଟ୍‌: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ...

ପିପିଲି ପାଇଁ ଏପ୍ରିଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍‌ଆର୍‌ସି। –...

୯ରେ ସମ୍ଭାବ୍ୟ ବାତ୍ୟା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା...

ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ...

Advertisement
Archives

Model This Week