ଭୁବନେଶ୍ୱରରୁ ଆଜି ୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୧୫୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୦୯୯୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୩୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୦୧ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କାଟି ବର୍ଷାଙ୍କ ଉପରେ ଭରସା

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଜେଡି ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ୍‌ କଟିଛି। ତାଙ୍କ...

ସର୍‌ପ୍ରାଇଜ୍‌ କଲେ ନବୀନ, ଆଶାୟୀ ବରିଷ୍ଠ ନେତାଙ୍କ କାଟିଲେ ଟିକେଟ୍‌!

ଭୁବନେଶ୍ୱର,୨୦।୪: ପୁରୁଖା ନେତାଙ୍କ ଉପରେ ବିଜେଡିର ଭରସା ପାଉନାହିଁ। ଏହାର ପ୍ରମାଣସ୍ବରୂପ ନିର୍ବାଚନ ମଇଦାନକୁ ଦଳ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀଙ୍କୁ ଓହ୍ଲାଉଛି। ଫଳରେ ଦୀର୍ଘଦିନ...

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri