ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୧୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ରବିବାର ୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୯୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୧ ହଜାର ୫୭୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧, ବରଗଡ଼ରୁ ୨, ଭଦ୍ରକରୁ ୨, କଟକରୁ ୭, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୪, ଗଞ୍ଜାମ ୨, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୨, ମୟୂରଭଞ୍ଜରୁ ୫, ନୟାଗଡ଼ରୁ ୧, ପୁରୀରୁ ୧, ଓ ରାୟଗଡ଼ାରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୫ ଓ ସୁନ୍ଦରଗଡ଼ରୁ ୧୦ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୧ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୋଳରେ ମତଦାନ ଆରମ୍ଭ

ହିନ୍ଦୋଳ,୩ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ଟାରେ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ।...

ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ, ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ…

ନୂଆଦିଲ୍ଲୀ, ୭।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌...

ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର...

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ଉପରେ ଆସିଛି କରୋନା ସଙ୍କଟ: ଜାତିସଂଘ

ଜେନେଭା,୧।୪: ଦ୍ୱିତୀୟ ବିଶ୍ୱଯୁଦ୍ଧ ଏବେ ପୃଥିବୀ ଉପରେ କରୋନା ସଙ୍କଟ ଦେଖାଦେଇଛି। ବିଭିନ୍ନ ରାଷ୍ଟ୍ର ପାରସ୍ପରିକ ଭେଦଭାବ ଭୁଲି ଏକ ଜୁଟ ହୋଇ ଏହାର ମୁକାବିଲା...

ଜେଲରୁ ମୁକୁଳିଲେ ଗର୍ଭବତୀ: ସହଯୋଗର ହାତ ବଢ଼ାଇଲେ ଉପକାରାଗାର ମୁଖ୍ୟ

ଚମ୍ପୁଆ,୨।୯(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ଉପକାରାଗାରରେ ରହୁଥିବା ଝାଡଖଣ୍ଡ ଜୟନ୍ତୀଗଡ ଅଞ୍ଚଳର ଆଦିତ୍ୟ ସିର୍କା ନାମ୍ନୀ ଜଣେ ୮ ମାସର ଗର୍ଭବତୀ ମହିଳାଙ୍କୁ ଶନିବାର ଜାମିନ୍‌ରେ...

ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ

କଟକସଦର,୨୬।୧୧(ଡି.ଏନ୍‌.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ...

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ...

Advertisement
Archives

Model This Week