କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬ ଜଣ ମହିଳା ଥିବାବେଳେ ୪ ଜଣ ପୁରୁଷ ରହିଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ମଧ୍ୟରେ ମଠ ସାହିରୁ ୧୫, ବିଦ୍ୟାଧରପୁରରୁ ୫, ନୟାବଜାରରୁ ୪, ସେକ୍ଟର ୧୦ ସିଡିଏରୁ ୩, ଚାଉଳିଆଗଞ୍ଜରୁ ୨, କାଜିବଜାରରୁ ୨, ମହାନଦୀ ବିହାରରୁ ଜଣେ, କୁମ୍ଭାର ସାହିରୁ ଜଣେ, ଶଙ୍କରପୁରରୁ ଜଣେ, ଯୋବ୍ରାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ସହିତ ଜଳିଗଲେ ଡ୍ରାଇଭର

ବଣାଇଁ,୨୦।୮(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ନିକଟ ଗୀତାରାଣୀ ମାଇନ୍ସରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଝିପିଝିପି ବର୍ଷାରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି...

ରାଜ୍ୟରେ କୁକୁଡ଼ା ଚାଷ ପ୍ରଭାବିତ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଗତ ତିନିବର୍ଷ ହେଲା ରାଜ୍ୟର କୁକୁଡା ଚାଷ ଉପରେ ବାର୍ଡ ଫ୍ଲୁ ଦାଉ ସାଧୁଛି। ଏଥିଯୋଗୁ ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି।...

କରୋନା ଔଷଧ-ଅକ୍ସିଜେନ୍‌ ସିଲିଣ୍ଡର ହେଉ ଟିକସ ମୁକ୍ତ: ମମତା…

କୋଲକାତା, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସାଧାରଣ ଲୋକଙ୍କ ସୁବିଧା ପାଇଁ କରୋନା ଔଷଧ,ଅକ୍ସିଜେନ୍‌ ସିଲିଣ୍ଡରକୁ ଟିକସ ମୁକ୍ତ କରିବା ଲାଗି ପଶ୍ଚିମବଙ୍ଗ...

ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌...

ପୁରୀକୁ ଆବଶ୍ୟକ ବିମାନବନ୍ଦର

ପୁରୀ ଅଫିସ,୨୬ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ସୁଦୃଢ଼ ହେବ ପର୍ଯ୍ୟଟନ ଭିତ୍ତିଭୂମି। ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ଲାଗି ବିଶ୍ୱସ୍ତରୀୟ ସୁବିଧା ସୁଯୋଗ କରାଯିବ।...

୨୮ ହାବିଲଦାରଙ୍କ ପଦୋନ୍ନତି

କଟକ ଅଫିସ, ୨୯।୧୧- ଓଡ଼ିଶା ପୋଲିସରେ କାର୍ଯ୍ୟରତ ୨୮ ଜଣ ହାବିଲଦାରଙ୍କୁ ହାବିଲଦାର ମେଜର ପଦବୀକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଶୁକ୍ରବାର ପୋଲିସ ମୁଖ୍ୟାଳୟ...

ବିଧାନସଭାରେ ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିକଲେ ନରସିଂହ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଓକିଲଙ୍କ ଆନ୍ଦୋଳନ ପ୍ରସଙ୍ଗରେ ବିବୃତି ଦାବି କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’

ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍‌ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର...

Advertisement
Archives

Model This Week