ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୪ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀରୁ ୮୫, କୋରାପୁଟରୁ ୬୯, ନୂଆପଡାରୁ ୬୮, ବାଲେଶ୍ୱରରୁ ୬୬, ନୟାଗଡରୁ ୬୨, ବରଗଡରୁ ୫୪, କଳାହାଣ୍ଡିରୁ ୪୩, ସୁନ୍ଦରଗଡରୁ ୪୧, କନ୍ଧମାଳରୁ ୩୫, ମାଲକାନଗିରିରୁ ୩୩, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୫, କେନ୍ଦ୍ରାପଡାରୁ ୨୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ ୨୨, ବଲାଙ୍ଗୀରରୁ ୨୨, ମୟୁରଭଞ୍ଜରୁ ୨୧, ଝାରସୁଗୁଡାରୁ ୨୦, ରାୟଗଡାରୁ ୧୮, କେନ୍ଦୁଝରରୁ ୧୭, ସମ୍ବଲପୁରରୁ ୧୪, ବୌଦ୍ଧରୁ ୧୧, ନବରଙ୍ଗପୁରରୁ ୮, ଜଗତସିଂପୁରରୁ ୩, ସୋନପୁରରୁ ୨ ଓ ଅନୁଗୋଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri