ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ ୭୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡିରୁ ୪୮, ନୂଆପଡାରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବରଗଡରୁ ୩୯, ନୟାଗଡରୁ ୩୩, ଢେଙ୍କାନାଳରୁ ୩୨, ଗଞ୍ଜାମରୁ ୩୨, ଝାରସୁଗୁଡାରୁ ୩୨, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୋନପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡରୁ ୧୩, କନ୍ଧମାଳରୁ ୧୨ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୮, ଗଜପତିରୁ ୪ ଏବଂ ଷ୍ଟେଟପୁଲରୁ ୩୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri