ଆଜି ବିଏମ୍‌ସିରୁ ୧୬୬ ପଜିଟିଭ ଚିହ୍ନଟ: ସାଲିଆସାହିରୁ ସର୍ବାଧିକ

ଭୁବନେଶ୍ୱର,୯।୮(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଅଞ୍ଚଳରୁ ରବିବାର ୧୬୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୬ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୮ ଜଣ ଚିହ୍ନଟ ହୋଇଥିବାବେଳେ ୬୮ ଲୋକାଲ କଣ୍ଟାକ୍ଟ କେସ। ସାଲିଆସାହିରୁ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗୋଟିଏ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ-୯ରୁ ୫ ଜଣ, ଆଇଆରସି ଭିଲେଜରୁ ୪ ଜଣ, ବିଜେବି ନଗରରୁ ଜଣେ, ଶୈଳଶ୍ରୀ ବିହାରରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୧୧୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri