Posted inଜାତୀୟ

ଦେଶରେ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୬,୩୭୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୫୩,୩୪୩ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୨୫୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୭୭୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟର ଭୟ, ହାତ ଟେକି ଥାନାରେ ପହଞ୍ଚିଲେ ଗ୍ୟାଙ୍ଗଷ୍ଟର…

ଲକ୍ଷ୍ନୌ,୯।୮: ଉତ୍ତରପ୍ରଦେଶରେ ଅପରାଧୀଙ୍କୁ ଏନ୍‌କାଉଣ୍ଟର ଭୟ ଘାରିଛି। ଶାମଲି ଅଞ୍ଚଳରେ ଗ୍ୟାଙ୍ଗଷ୍ଟରମାନେ ଆତ୍ମସମର୍ପଣ କରିବା ସହିତ ହାତ ଉଠାଇ ଥାନାରେ ପହଞ୍ଚିଛନ୍ତି। ଏହା ଏବେ ସୋସିିଆଲ...

ଆସାମରେ ଭାଜପା ମେଣ୍ଟ ଆଗରେ…

ଗୁଆହାଟି,୨।୫: ଆସାମ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ମେଣ୍ଟ ୬୬ ଆସନରେ ଆଗୁଆ ରହିଛି। ସେହିପରି...

ଟୁଇଟରକୁ ଚେତାବନୀ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨ ।୧୦: ଭାରତର ଭୁଲ୍ ମାନଚିତ୍ର ଦେଖାଇବା ଅଭିଯୋଗରେ କେନ୍ଦ୍ର ସରକାର ଟୁଇଟରକୁ କଡା ଚେତାବନୀ ଦେଇଛନ୍ତି । ସରକାର କହିଛନ୍ତି ଦେଶର ସାର୍ବଭୌମତ୍ନ ଓ...

ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ...

ରେକର୍ଡ କଲା ଭାରତ, ପ୍ରତି ୪ ଜଣରେ ଜଣଙ୍କୁ ଟିକା…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ନୂଆ ରେକର୍ଡ କରିଛି। ଦେଶର ପ୍ରତି ୪ ଜଣରେ ଜଣଙ୍କୁ ଟିକାଦାନ କରାଯାଇଛି। ୨୪.୮...

କେଦାରନାଥରେ ତୀର୍ଥଯାତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଡେରାଡୁନ,୨୩।୯: ଉତ୍ତରାଖଣ୍ଡ କେଦାରନାଥରେ ସୋମବାର ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତିଯାଇଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଉଡାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ...

ଭିଡ଼କୁ ଭୟ…

ନୂଆଦିଲ୍ଲୀ, ୧।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ପାକିସ୍ତାନର ନୂଆ ସେନାଧକ୍ଷ କଶ୍ମୀରର ପ୍ରତିଟି ଅଞ୍ଚଳକୁ ଭଲ ଭାବେ ଜାଣିଛନ୍ତି, ପୁଲଓ୍ବାମା ଷଡ଼ଯନ୍ତ୍ରରେ ଥିଲେ ସାମିଲ…

ନୂଆଦିଲ୍ଲୀ,୨୪।୧୧ : ପାକିସ୍ତାନର ନୂତନ ସେନା ମୁଖ୍ୟଙ୍କ ନାମ ଘୋଷଣା କରାଯାଇଛି। ଜେନେରାଲ କମର ଜାଭେଦ ବାଜୱାଙ୍କ ସ୍ଥାନରେ ଜେନେରାଲ ଅସିମ ମୁନିର ବର୍ତ୍ତମାନ ପାକିସ୍ତାନର...

Advertisement
Archives

Model This Week