କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଜଗତପୁରରୁ୫, ମହାନଦୀ ବିହାରରୁ ୪, ସାମନ୍ତସାହିରୁ ୪, ତେଲେଙ୍ଗା ବଜାରରୁ ୪, ବିଡାନାଶୀରୁ ୨, ବାଦାମବାଡିରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୬୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗୋପାଳପୁରରୁ ୪, ବିଡାନାଶୀରୁ ୩, ମହତାବ ରୋଡରୁ ୩, ମଙ୍ଗଳବାଗରୁ ୨, ତୁଳସୀପୁରରୁ ୩, ଚାଉଳିଆଗଞ୍ଜରୁ ୧, ଖାନନଗରରୁ୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri