ଆଜି ୧୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୨୩୯ ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲାରୁ ୨, ଗଜପତିରୁ ୫, ଖୋର୍ଦ୍ଧାରୁ ୭, ରାୟଗଡ଼ାରୁ ୧ ଓ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପରିଷଦ, ସମିତି ସଭ୍ୟ ନିର୍ବାଚନ ଫଳାଫଳ ଘୋଷଣା କଲା ଆନ୍ଧ୍ର

ପଟ୍ଟାଙ୍ଗୀ,୧୯ା୯(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ଗତ ଏପ୍ରିଲରେ ହୋଇଥିବା ଜିଲା ପରିଷଦ ଏବଂ...

ନାସାରେ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ

ରାଜକନିକା,୨୮।୧୨(ଡି.ଏନ.ଏ.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାରେ ଶନିବାର ନୂଆ କୀର୍ତ୍ତିମାନ ରଚିଛନ୍ତି ଓଡ଼ିଆ ଝିଅ ଓଁ ନାରାୟଣୀ ନାୟକ(୩୦)। କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ...

ମହିଳାଙ୍କୁ ଏସିଡ୍‌ ଫିଙ୍ଗିବା ମାମଲା: ୨ ଗିରଫ

କଟକ ସଦର, ୧ା୧୦ (ଡି.ଏନ୍‌.ଏ.):କଟକ ସଦର ଥାନା ଅଧୀନ ଶ୍ରୀରାମ ଗ୍ରାମର ଜଣେ ମହିଳାଙ୍କ ଉପରକୁ ଏସିଡ୍‌ ଫିଙ୍ଗିବା ମାମଲାରେ ୪୨ମୌଜା ଫାଣ୍ଡି ପୋଲିସ ବୁଧବାର...

ଧବଳେଶ୍ୱର ପୀଠରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼

ଖୁଣ୍ଟୁଣୀ,୧୦।୧୧(ଡି.ଏନ୍‌.ଏ.): ବଡ଼ଓଷା ଉପଲକ୍ଷେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କଠାରେ ରବିବାର ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ପ୍ରତ୍ୟୁଷରେ ଠାକୁରଙ୍କ ପହଡ଼ ଖୋଲିବା...

ନଭେମ୍ବରରୁ ୟୁଜି, ପିଜି ପାଇଁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସ୍ଥିତି ଲାଗି ଚଳିତବର୍ଷ ଅଣ୍ଡର ଗ୍ରାଜୁଏଟ(ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ(ପିଜି) ଶିକ୍ଷାବର୍ଷକୁ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ପରିବର୍ତ୍ତେ ଏଥର ନଭେମ୍ବରରୁ ନୂତନ ଶିକ୍ଷାବର୍ଷ...

ଥାନାରେ ବାଘ

କୋକସରା,୧୫।୧: କିଛିଦିନ ତଳେ ଆମପାଣି ଘାଟିରେ କଲରାପତରିଆ ବାଘ ବୁଲୁୁଥିବା କିଛି ଯୁବକ ଦେଖିବାକୁ ପାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ବନ ବିଭାଗ...

କରୋନା ବ୍ୟାପିବା ଘଟଣା: ଜେଲ ବିଭାଗକୁ ଓଏଚ୍‌ଆର୍‌ସିଙ୍କ ନୋଟିସ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲ୍‌ରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ନିକଟରେ ବ୍ରହ୍ମପୁର ଜେଲ୍‌ରେ ୩୩ କଏଦୀ ଓ ଜେଲରଙ୍କ ସମେତ ୧୦ଜଣ କର୍ମଚାରୀ ପଜିଟିଭ୍‌...

ପିପିଲି ଉପନିର୍ବାଚନ: ଅଧିକ ୭୫ ବୁଥ୍‌, କୋଭିଡ୍‌ କଟକଣାରେ ହେବ ନିର୍ବାଚନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ ମତଦାନ କେନ୍ଦ୍ରସଂଖ୍ୟା ବଢ଼ିବ। ପୂର୍ବରୁ ୨୭୧ଟି ବୁଥ୍‌ ଥିଲା। ଏବେ ଏହାକୁ ବୃଦ୍ଧି କରାଯାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ...

Advertisement
Archives

Model This Week