ଭୁବନେଶ୍ୱରରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୮ ଲୋକାଲ କଣ୍ଟାକ୍ଟ କେସ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୦ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଲୋକାଲ କଣ୍ଟାକ୍ଟ କେସ ରହିଛି। ଗୋଟିଏ ଘରୋଇ ହସ୍ପିଟାଲରୁ ୩ ଜଣ, ପଟିଆରୁ ୫ ଜଣ, ବୁଦ୍ଧେଶ୍ୱର କଲୋନୀରୁ ୪ ଜଣ, ନିଳାଦ୍ରୀ ବିହାରରୁ ୪ ଜଣ, ଭିଏସ୍‌ଏସ୍‌ ନଗରରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ ମଧ୍ୟରେ ମଞ୍ଚେଶ୍ୱରରୁ ୩ ଜଣ, ଜୟଦେବ ବିହାରରୁ ଜଣେ, ଡୁମୁଡୁମାରୁ ୩ ଜଣ, ପଟିଆରୁ ଜଣ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଭୁବନେଶ୍ୱରରେ ୧୮୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମ୍‌ସି ଟୁଇଟ କରି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?