ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୭ ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଖିବୁଜିଲେ ୨

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୪୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୫୩ ହଜାର ୮୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ସର୍ବାଧିକ ୩୦୩ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୨୦, ବାଲେଶ୍ୱରରୁ ୭୨, ବରଗଡ଼ରୁ ୮୭, ଭଦ୍ରକରୁ ୩୦, ବଲାଙ୍ଗୀରରୁ ୯୧, ବୌଦ୍ଧରୁ ୪, କଟକରୁ ୫୯, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୨, ଗଜପତିରୁ ୧୬, ଗଞ୍ଜାମରୁ ୮୦, ଜଗତ୍‌ସିଂହପୁରରୁ ୭, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୬୮, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୫୪ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୦୧, କୋରାପୁଟରୁ ୧୦, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୭, ନବରଙ୍ଗପୁରରୁ ୬୭, ନୟାଗଡ଼ରୁ ୧୪, ନୂଆପଡ଼ାରୁ ସର୍ବାଧିକ ୩୦୩ , ପୁରୀରୁ ୫୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୧୧୪ ସୁବର୍ଣ୍ଣପୁରରୁ ୬ ଓ ସୁନ୍ଦରଗଡ଼ରୁ ୨୪୧ ଅଛନ୍ତି।
ଅନ୍ୟପକ୍ଷେ ୨ ଜଣ କରୋନାରେ ଅଖିବୁଜିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri