ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡା ୫୫, କେନ୍ଦୁଝରରୁ ୩୭, ଅନୁଗୋଳରୁ ୩୪, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୨, ଯାଜପୁରରୁ ୨୦, ବରଗଡ ୧୯, ବାଲେଶ୍ୱରରୁ ୧୭, ବଲାଙ୍ଗିରିରୁ ୧୫, ମାଲକାନଗିରିରୁ ୧୫, କେନ୍ଦ୍ରାପଡାରୁ ୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ ୧୩, ଦେବଗଡରୁ ୧୧, ନବରଙ୍ଗପୁରରୁ ୧୧, ଜଗତସିଂହପୁରରୁ ୮, ଝାରସୁଗୁଡାରୁ ୮, ପୁରୀରୁ ୬, ବୌଦ୍ଧରୁ ୫, ସୋନପୁରରୁ ୪ ଓ ମାଲକାନଗିରିରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨୮୬୯୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri