କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, କଟକ ସହରରୁ ବର୍ତ୍ତମାନ ସୁଦ୍ଧା ୫୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୪୨୨୨ ଜଣ ସୁସ୍ଥ ହୋଇଥିବାବେଳେ ୧୭୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଆହତଙ୍କୁ ଭେଟିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୪।୬:ବାହନାଗା ରେଳ ଦୁର୍ଘଟଣାର ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ। ଆହତଙ୍କୁ ସ୍ବାସ୍ଥ୍ୟବସ୍ଥ୍ୟା ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ। ଆହତଙ୍କ ଚିକିତ୍ସା ନେଇ...

ନକଲି ସାର୍ଟିଫିକେଟ ମାମଲା: ୧୯ଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ଡାକମଣ୍ଡଳର ବିଭିନ୍ନ ପଦବୀ ପାଇଁ ଆବେଦନ କରିଥିବା କିଛି ପ୍ରାର୍ଥୀଙ୍କ ଜାଲ ସାର୍ଟିଫିକେଟ ଧରାପଡିବା ପରେ ବଲାଙ୍ଗୀର ପୋଲିସ ସ୍ଥାନୀୟ...

ନଦୀରେ ବୁଡ଼ିଗଲେ ୨ ଭାଇ

ଡେଲାଙ୍ଗ,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର...

ପଞ୍ଚାୟତ, ପୌର ନିର୍ବାଚନରେ ୫୦% ସ୍ଥାନ ସଂରକ୍ଷଣ ରହିବ

ଭୁବନେଶ୍ୱର, ୨।୯(ବ୍ୟୁରୋ): ସ୍ଥାନ ସଂରକ୍ଷଣକୁ ନେଇ ଗତ ୩ ବର୍ଷ ହେବ ପୌର ନିର୍ବାଚନ ହୋଇପାରୁନାହିଁ। ଏହା ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ହୋଇଥିବାରୁ ସରକାର ଅଡୁଆରେ...

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ...

ଆଜି ରାଜ୍ୟରୁ ୧୮୩ ପଜିଟିଭ୍‌ ଚିହ୍ନଟ, ଆଉ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୪।୧(ବ୍ୟୁରୋ) : ସୋମବାର ରାଜ୍ୟରେ ୧୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୪୯୨ରେ ପହଞ୍ଚିଥିବା ରାଜ୍ୟ...

ସ୍ମାର୍ଟସିଟି ସର୍ବସାଧାରଣ ସ୍ଥାନର ଜାତୀୟ ମାନ ନିର୍ଦ୍ଧାରଣ ହେବ: ପ୍ରସ୍ତୁତି ଚାଲିଛି ନୂଆ ଆପ୍‌, ମିଳିବ ସମସ୍ତ ତଥ୍ୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ)- ମୋବାଇଲରେ ଜାଣିହେବ ଦେଶରେ ଥିବା ସ୍ମାର୍ଟସିଟିଗୁଡ଼ିକର ସବିଶେଷ ତଥ୍ୟ। ବିଶେଷକରି ପାର୍କ, ମାର୍କେଟ, ଐତିହ୍ୟସ୍ଥଳ, ଜଳାଶୟ, ରାସ୍ତା ଆଦି ସର୍ବସାଧାରଣ ସ୍ଥାନ ସଂକ୍ରାନ୍ତରେ...

ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର...

Advertisement
Archives

Model This Week