କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, କଟକ ସହରରୁ ବର୍ତ୍ତମାନ ସୁଦ୍ଧା ୫୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୪୨୨୨ ଜଣ ସୁସ୍ଥ ହୋଇଥିବାବେଳେ ୧୭୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୨୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍‌

ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍‌ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ...

ପୋଷ୍ଟ ଅଫିସ୍‌ ଜମା ଟଙ୍କା ଫେରସ୍ତ ଦାବି: ଅଧିକ୍ଷକଙ୍କୁ ଘେରିଲେ ଜମାକାରୀ

ଆସିକା,୨୫ା୭(ଡି.ଏନ୍‌.ଏ.)- ଆସିକା ଡାକ ମଣ୍ଡଳର କବିସୂର୍ଯ୍ୟନଗର ସବ୍‌ପୋଷ୍ଟ ଅଫିସ୍‌ ଶିଆଳିଆ ଶାଖା ଡାକଘରେ ଜମାକାରୀଙ୍କ ଟଙ୍କା ହେରଫେର୍‌ ହୋଇଥିବା ନେଇ ଜମାକାରୀଙ୍କ ପକ୍ଷରୁ ଅଭିଯୋଗ ହୋଇଛି।...

ଭାଜପାର ଜିଦ୍‌ ପରେ ନବୀନ ନିବାସ ବାହାରକୁ ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ନିବାସରୁ ବାହାରକୁ ଆସି ଆନ୍ଦୋଳନରତ ଭାଜପା ସଦସ୍ୟଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଶାସକ ଦଳର ନେତା ନବୀନ ପଟ୍ଟନାୟକ। ସେ ଧାରଣାସ୍ଥଳରେ ପହଞ୍ଚି ବିଧାୟକମାନଙ୍କ...

ବନ୍ଧା ହେଲେ ନକଲି ଡାକ୍ତରଙ୍କ ଭଉଣୀ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ସ୍ବାଇଁଙ୍କର ଗୁମର...

ଧନୀଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଆମେମାନେ ଜନ ପ୍ରତିନିଧି । ଲୋକଙ୍କ ସହିତ ପ୍ରତ୍ୟକ୍ଷ ସମ୍ପର୍କରେ ରହିଛୁ। ଯେଉଁ ଗରିବ ଲୋକ ଘର ଖଣ୍ଡେ ପାଇ ନାହିଁ ସେମାନେ ଆମକୁ...

‌କଟକଣାରେ ପାଳନ ହେଲା ଓଡ଼ିଆ ନବବର୍ଷ

ଭୁବନେଶ୍ୱର, ୧୫ା୪(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବୁଧବାର ରାଜଧାନୀରେ ପାଳନ ହୋଇଛି ଓଡ଼ିଆ ନବବର୍ଷ ତଥା ପଣା ସଂକ୍ରାନ୍ତି। ଘରେ ଘରେ ଲୋକେ ପଣା ସଂକ୍ରାନ୍ତି...

୨୪ ଘଣ୍ଟାରେ ସମଗ୍ର ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ଅର୍ଥାତ୍‌ ୨୪ ଘଣ୍ଟା...

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ...

Advertisement
Archives

Model This Week