ଭୁବନେଶ୍ୱରରେ ଆଜି ୧୮୭ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୧୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮୭ ଜଣଙ୍କ ମଧ୍ୟରୁ ୧୦୪ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୩ ଲୋକାଲ କଣ୍ଟାକ୍ଟ କେସ ରହିଛି। ଜୟଦେବ ବିହାରର ଏକ ହୋଟେଲର ୧୮ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୨ଟି ଘରୋଇ ହସ୍ପିଟାଲରୁ ୬ ଜଣ ଲେଖାଏ ମୋଟ ୧୨ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚନ୍ଦ୍ରଶେଖରପୁରରୁ ଅଲଗା ଅଲଗା ମୋଟ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରିଜର୍ଭ ପୋଲିସ କଲୋନୀରୁ ୩, କଟକ ରୋଡ ମୋଚି ସାହିରୁ ୩, ଭିଏସଏସ ନଗରରୁ ୩, ଲକ୍ଷ୍ମୀସାଗରରୁ ୩, ସତ୍ୟନଗରରୁ ୩ ଜଣ କରୋନା ପଜିଟିଭ ଚିହ୍ନ ହୋଇଛନ୍ତି। ଏ ନେଇ ବିଏମ୍‌ସି ଟୁଇଟ କରି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୃତ୍ୟରେ ମହାଦେବଙ୍କୁ ପ୍ରଣତି ଜଣାଇଲେ ଅନିତା

ଭୁବନେଶ୍ୱର, ୭।୯ (ବ୍ୟୁରୋ): ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଚାଲିଥିବା ୨୭ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ମହୋତ୍ସବର ସୋମବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ପ୍ରସିଦ୍ଧ...

ଚଳନ୍ତା ଲ୍ୟାବରେ ହେବ କରୋନା ପରୀକ୍ଷା!

ମୁମ୍ବାଇ,୨।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ମୁମ୍ବାଇରେ ସର୍ବାଧିକ ସଂକ୍ରମିତଙ୍କୁ ଏଯାବତ୍‌ ଚିହ୍ନଟ କରାଗଲାଣି। ଏବେ କରୋନା ସଂକ୍ରମଣକୁ କମ୍‌...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା...

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ...

ମନ ଶାନ୍ତ ରଖିଲେ ସଂଗ୍ରାମକୁ ଜୟ କରିହେବ: ବାଗ୍‌ଚୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦେଇ ସାରା ଦେଶ ଏବେ ଲକ୍‌ଡାଉନରେ ରହିଛି। ୨୧ ଦିନିଆ ତାଲାବନ୍ଦ...

ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ...

୧୬ ଜିଲାରୁ ୧୩ ହଜାର ଶିଶୁ ଶ୍ରମିକ ଚିହ୍ନଟ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜ୍ୟର ୧୬ ଜିଲାରୁ ୧୩,୬୨୦ ଜଣ ଶିଶୁ ଶ୍ରମିକ ଚିହ୍ନଟ ହୋଇଛନ୍ତି। ୨୦୧୬ରୁ ୧୦୧୮ ମଧ୍ୟରେ ଜାତୀୟ ଶିଶୁ ଶ୍ରମିକ ପ୍ରକଳ୍ପ ଜରିଆରେ କରାଯାଇଥିବା...

କଳିଙ୍ଗା ଦୁର୍ଘଟଣା: ଦୋଷ ଲୁଚାଇବାକୁ ଉଦ୍ୟମ, ବିପଦରେ ପକାଇବ ତରବରିଆ ଘରବାହୁଡ଼ା ନିଶା

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସ କାଳ ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କର ଗୋଟିଏ ଚିନ୍ତା କେମିତି...

Advertisement
Archives

Model This Week