ରାଜ୍ୟରେ ସୁସ୍ଥ ହେଲେ ୧୯୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୯୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୩, ବଲାଙ୍ଗୀରରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୋଳରୁ ୭୮, କଳାହାଣ୍ଡିରୁ ୭୮, ନୂଆପଡାରୁ ୭୬, ବାଲେଶ୍ୱରରୁ ୭୪, ଯାଜପୁରରୁ ୭୨, କେନ୍ଦୁଝରରୁ ୭୧, ବରଗଡରୁ ୬୩, କେନ୍ଦ୍ରାପଡାରୁ ୫୨, ଭଦ୍ରକରୁ ୫୦, ପୁରୀରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୪୬, ନବରଙ୍ଗପୁରରୁ ୪୫, କୋରାପୁଟରୁ ୪୨, ଝାଡସୁଗୁଡାରୁ ୩୬, ନୟାଗଡରୁ ୩୩, ଗଞ୍ଜାମରୁ ୨୬, ମାଲକାନଗିରିରୁ ୨୫, କନ୍ଧମାଳରୁ ୨୪, ସୋନପୁରରୁ ୨୦, ରାୟଗଡାରୁ ୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଦେଓଗଡରୁ ୯, ଗଜପତିରୁ ୮, ବୌଦ୍ଧରୁ ୨, ଷ୍ଟେଟପୁଲରୁ ୫୧ ଜଣ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri