Posted inଜାତୀୟ

ଦେଶରେ ୧,୯୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୧।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୫୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୮ ଜଣଙ୍କ ମୃତ୍ୟୁ ଘଟଥିବା ଜଣାପଡିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୧୬,୩୯୪ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୦,୩୬,୧୫୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୮,୫୯୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୮୨୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

 ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ।...

ପୋଲିସ ସାମ୍ନାରେ ଉଗ୍ରରୂପ ନେଲା ୨ କିନ୍ନର ଗୋଷ୍ଠୀ ବିବାଦ: ୪ ଜଣଙ୍କ ପ୍ରତି ଏପରି ଅଭିଯୋଗ ଆଣି…

ଭଦ୍ରକ,୨୩ା୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଦୁଇ କିନ୍ନର ଗୋଷ୍ଠୀ ବିବାଦ ଉଗ୍ରରୂପ ନେଇଛି। ଗୋଟିଏ ଗୋଷ୍ଠୀର କିନ୍ନରଙ୍କ ଉପରେ ଆକ୍ରମଣ ଅଭିଯୋଗ ପରେ ଅନ୍ୟ କିନ୍ନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri