କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କଟକ ସହରରୁ ଏପର୍ଯ୍ୟନ୍ତ ୪୫୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୧୮ ଜଣ ସୁସ୍ଥ ହୋଇଛନ୍ତି। ୧୮୨୮ ଜଣ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୨୫ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଇରାନର ତେଲ ଉପରେ ଟ୍ରମ୍ପଙ୍କ ନଜର!

ତେହରାନ,୭।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଚାଲିଥିବା ସଂଘର୍ଷର ପରିଣାମ ସ୍ବରୂପ, ଆମେରିକା ଇରାନର ତୈଳ ସମ୍ପଦ ଉପରେ ନିୟନ୍ତ୍ରଣ ନେଇପାରେ। ସେ ଏହାକୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ, କହିଲା ପରାଜୟ ଭୟରେ ଡରିଗଲେଣି ଟ୍ରମ୍ପ

ତେହରାନ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ତୀବ୍ରତର ହେଉଛି। ସୋମବାର (ଏପ୍ରିଲ ୬) ରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ ଧମକ ଦେଇ କହିଛନ୍ତି ଯେ…

କୋଲକାତାକୁ ନେଇ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଧମକ ପରେ ତାତିଲେ ଅଭିଷେକ ବାନାର୍ଜୀ, କହିଲେ…

କୋଲକାତା,୭।୪: ତ୍ରୁଣମୂଳ କଂଗ୍ରେସ (ଟିଏମସି) ଏମପି ଅଭିଷେକ ବାନାର୍ଜୀ ସୋମବାର (୬ ଏପ୍ରିଲ, ୨୦୨୬) ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଦ୍ୱାରା ଦିଆଯାଇଥିବା କୋଲକାତା ଆକ୍ରମଣ…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

ଆମେରିକା ଉପରେ ବଡ଼ ଅଭିଯୋଗ ଆଣିଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri