ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଚେତାବନୀ, କହିଲେ ଆଗକୁ ବିପଦ!

ନୂଆଦିଲ୍ଲୀ, ୨୫।୧୦: ଭାରତର ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଆନ୍ଦୋଳନ ଏବଂ ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ନେଇ କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,…

ସୁଧାରିବାର ସୁଯୋଗ

ଆମେରିକାର ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ ନଭେମ୍ୱର ୩ରେ ହେବ। ରାଷ୍ଟ୍ରପତିଙ୍କ ୪ ବର୍ଷର କାର୍ଯ୍ୟକାଳ ମଧ୍ୟଭାଗରେ ଅନୁଷ୍ଠିତ ହେଉଥିବାରୁ ଏହାକୁ ମିଡଟର୍ମ ବା ମଧ୍ୟବର୍ତ୍ତିକାଳୀନ ନିର୍ୱାଚନ କୁୁହାଯାଏ। ଆମେରିକାର…

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?