ଆଜି ରାଜ୍ୟରେ ୨୦୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୩୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୧ ହଜାର ୭୯୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୧ ,ବରଗଡ଼ରୁ ୫, ବଲାଙ୍ଗୀରରୁ ୬, କଟକରୁ ୧୫, ଦେବଗଡ଼ରୁ ୪, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୪, ଯାଜପୁରରୁ ୧, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୫୭, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୫, ନୂଆପଡ଼ାରୁ ୨, ପୁରୀରୁ ୧୧, ରାୟଗଡ଼ାରୁ ୬, ସମ୍ବଲପୁରରୁ ୭, ସୁବର୍ଣ୍ଣପୁରରୁ ୩, ସୁନ୍ଦରଗଡ଼ରୁ ୨୪ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?