ରାଜ୍ୟରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ସର୍ବାଧିକ ୩୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଲାହାଣ୍ଡିରୁ ୨୨ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩୩ ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ୧ ,ସମ୍ବଲପୁରରୁ ୫ ଓ ସୁନ୍ଦରଗଡ଼ରୁ ୭ ଅଛନ୍ତି।
ସେହିପରି କରୋନାରେ ଆକ୍ରାନ୍ତ ହୋଇ ଜଣେ ପ୍ରାଣ ହରାଇଛନ୍ତି। ମୃତକ ଜଣକ କଳାହାଣ୍ଡିର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

ଶାଗୁଆନ ଜଙ୍ଗଲରେ ନିଆଁ

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ବମକେଇ ପଞ୍ଚାୟତ ମାଟିଆପଲ୍ଲୀ ଗ୍ରାମ ଶାଗୁଆନ ଜଙ୍ଗଲରେ ଗୁରୁବାର ରାତିରେ ନିଆଁ ଲାଗିଥିବା ଜଣାପଡ଼ିବା…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି।…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri