ରାଜ୍ୟରେ ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ: ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ନୂଆପଡ଼ା ଜିଲାରୁ ସର୍ବାଧିକ ୩୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୮, ବରଗଡ଼ରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୧୫, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୧, କଲାହାଣ୍ଡିରୁ ୨୨ ଆକ୍ରାନ୍ତ ଅଛନ୍ତି। ସେହିପରି କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩୩ ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୂଆପଡ଼ାରୁ ୩୬, ପୁରୀରୁ ୯, ରାୟଗଡ଼ାରୁ ୧ ,ସମ୍ବଲପୁରରୁ ୫ ଓ ସୁନ୍ଦରଗଡ଼ରୁ ୭ ଅଛନ୍ତି।
ସେହିପରି କରୋନାରେ ଆକ୍ରାନ୍ତ ହୋଇ ଜଣେ ପ୍ରାଣ ହରାଇଛନ୍ତି। ମୃତକ ଜଣକ କଳାହାଣ୍ଡିର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରବିବାର ସକାଳୁ ରାଜଧାନୀର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ସେ ୟୁନିଟ୍‌ ୧, ୟୁନିଟ୍‌ ୬, କ୍ୟାପିଟାଲ ହାଇସ୍କୁଲ,...

ବିଧାନସଭା ସମ୍ମୁଖରେ ମା’ଙ୍କ ବେକରେ ଛୁରି ଲଗାଇଲେ ପୁଅ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ବିଧାନସଭାର ସୁରକ୍ଷା ବଳୟ ବାହାରେ ଗୁରୁବାର ଏକ ଅଭାବନୀୟ  ଘଟଣା  ଘଟିଛି।  ଜଣେ ଯୁବକ ତାଙ୍କ ମା’ଙ୍କ ବେକରେ ଛୁରୀ ଲାଗାଇ ହତ୍ୟା ଧମକ...

ରାଜ୍ୟରେ ୨୧୦ କରୋନା ପଜିଟିଭ ଚିହ୍ନଟ, ୧ ମୃତ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ଦିନ ରାଜ୍ୟରୁ ନୂଆ ୨୧୦ କରୋନା ପଜିଟିଭ...

ଅଦିନିଆ ରଥଯାତ୍ରାକୁ ନେଇ ଥାନାରେ ଏତଲା

ପୁରୀ ଅଫିସ,୩।୨: ବମ୍ବେରେ ଇସ୍କନ ପକ୍ଷରୁ ଅନୁଷ୍ଠିତ ଅଦିନିଆ ରଥଯାତ୍ରାକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର...

ଜୀବନର ମୂଲ୍ୟ ୩୦ ଟଙ୍କା

ନୂଆଦିଲ୍ଲୀ,୧୮ା୪: ଭାରତରେ ପ୍ରାୟ ୯୦,୦୦୦ ମହିଳା ଗୋଷ୍ଠୀ ସ୍ବାସ୍ଥ୍ୟକର୍ମୀ କରୋନା ବିରୋଧୀ ଲଢ଼େଇରେ ଅଗ୍ରଣୀ ଭୂମିକା ନେଉଛନ୍ତି। କିନ୍ତୁ ସେମାନଙ୍କୁ ଖୁବ୍‌ କମ୍‌ ପାରିଶ୍ରମିକ ମିଳୁଛି।...

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଅଧିକ ଘନୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ବାତ୍ୟା(ସାଇକ୍ଲୋନିକ ଷ୍ଟର୍ମ) ରୂପ ନେବାର...

କଳିଙ୍ଗା ଦୁର୍ଘଟଣା: ଦୋଷ ଲୁଚାଇବାକୁ ଉଦ୍ୟମ, ବିପଦରେ ପକାଇବ ତରବରିଆ ଘରବାହୁଡ଼ା ନିଶା

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସ କାଳ ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କର ଗୋଟିଏ ଚିନ୍ତା କେମିତି...

ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି

ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।...

Advertisement
Archives

Model This Week