ଆଜି ରାଜ୍ୟରେ ୨୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୧୬୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୨, ବରଗଡ଼ରୁ ୭, ଭଦ୍ରକରୁ ୨, କଟକରୁ ୨୭, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁୁଝରରୁ ୫, ଖୋର୍ଦ୍ଧାରୁ ୩୬, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୯, ନୂଆପଡ଼ାରୁ ୩, ପୁରୀରୁ ୧୧, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୧, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୩୨ ଓ ଷ୍ଟେଟ୍‌ ପୁଲ୍‌ରୁ ୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ

ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?