ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲାରୁ ୨୬୫, ସୁନ୍ଦରଗଡରୁ ୧୭୮, କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡରୁ ୧୩୦, କନ୍ଧମାଳରୁ ୧୨୨, ବାଲେଶ୍ୱରରୁ ୯୦, ପୁରୀରୁ ୮୪, ମାଲକାନଗିରିରୁ ୮୦, ସମ୍ବଲପୁରରୁ ୬୮, ରାୟଗଡାରୁ ୬୮, ମୟୂରଭଞ୍ଜରୁ ୫୬, ଗଜପତିରୁ ୫୦, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୪, ଢେଙ୍କାନାଳରୁ ୨୩, କେନ୍ଦୁଝରରୁ ୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୯, ଅନୁଗୋଳରୁ୧୮, କେନ୍ଦ୍ରାପଡାରୁ୧୬, ବଲାଙ୍ଗୀରରୁ ୧୪, ଝାରସୁଗୁଡାରୁ୧୩, ନବରଙ୍ଗପୁରରୁ ୯, ବୌଦ୍ଧରୁ ୬, ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ...

ବ୍ୟାଙ୍କ୍‌ ମ୍ୟାନେଜର, କେ.ପି. ସଲ୍ୟୁଶନ୍ସ ମୁଖ୍ୟ ଗିରଫ

ଭୁବନେଶ୍ୱର,୧୬।୯ (ବ୍ୟୁରୋ):ଜୟଦେବ ବିହାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୨.୫ କୋଟି ଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାପୁଜୀ...

ଆଜି ଆଉ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୮୦କୁ ବୃଦ୍ଧି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଥିବା ବେଳେ ଗତକାଲିଠାରୁ ଆଜି ଅର୍ଥାତ୍‌ ରବିବାର ମୃତ୍ୟୁସଂଖ୍ୟା ମଧ୍ୟ କମିଛି। କରୋନା ରବିବାର ୧୯ ଜଣଙ୍କ...

କୋଭିଡ୍‌ରେ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୪।୨(ବ୍ୟୁରୋ): କୋଭିଡ୍‌ ସମୟରେ ରାଜ୍ୟ ବାହାରୁ ୧୦ ଲକ୍ଷ ୭ ହଜାର ୩୩୦ ପ୍ରବାସୀ ଶ୍ରମିକ ଓଡ଼ିଶାକୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୩୫...

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ

ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍‌ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର...

କରୋନା କଟକଣାରେ ସାମାଜିକ ଦୂରତା: ବିଜେପୁରରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା

ବିଜେପୁର,୨୭।୩(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଗତ ମଙ୍ଗଳବାର ମଧ୍ୟ ରାତ୍ରରୁ ସମସ୍ତ ଜିଲା ଲକ୍‌ଡାଉନ୍‌ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା...

ଶେଷ ହେଉ ନ ଥିବାରୁ ସମସ୍ୟା

ବଇଣ୍ଡା,୫।୭(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ ହେବ ବୋଲି ତରବର ହେଲା ପ୍ରଶାସନ। କ୍ଷତିପୂରଣ ଓ ଥଇଥାନ ବ୍ୟବସ୍ଥା ହେବା ପୂର୍ବରୁ ଶତାଧିକ ବ୍ୟବସାୟୀଙ୍କୁ ଉଚ୍ଛେଦ କରିଦେଲା। ସ୍କୁଲ,...

ଆଜି ‘ମୋ ସରକାର’ରେ ସାମିଲ ହେବ ଆଉ ୩ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): ବୁଧବାର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ‘ମୋ ସରକାର’ରେ ସାମିଲ ହେବାର ଅଛି। ସେଦିନ ସନ୍ଧ୍ୟା ସାଢ଼େ...

Advertisement
Archives

Model This Week