ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୧ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୮ ହଜାର ୪୬୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୨ ,ବରଗଡ଼ରୁ ୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୩, କଟକରୁ ୩୧, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ୪, କେନଦୁଝରରୁ ୨, ଖୋର୍ଦ୍ଧାରୁ ୪୮, କୋରାପୁଟରୁ ୫, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୮, ନୂଆପଡ଼ାରୁ ୮, ପୁରୀରୁ ୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨, ସୁବର୍ଣ୍ଣପୁରରୁ ୩, ସୁନ୍ଦରଗଡ଼ରୁ ୪୯ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri