ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬ ଓ କେନ୍ଦୁଝରରୁ ୫ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ ଓ କଟକରୁ ୪ଜଣ ଲେଖାଏଁ ଏବଂ ଭଦ୍ରକ ଓ ନୟାଗଡରୁ ୩ଜଣ ଲେଖାଏଁ, ବରଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୩୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri