ରାଜ୍ୟରେ ସୁସ୍ଥ ହେଲେ ଆଉ ୨୨୯ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୯୧ ଜଣଥିବା ବେଳେ ଖୋର୍ଦ୍ଧାର୨୯, ଗଜପତିର ୨୬, ଝାରସୁଗୁଡାରୁ ୧୫, ବଲାଙ୍ଗୀରର ୧୨, ଜଗତସିଂପୁରର୧୧, ମୟୂରଭଞ୍ଜର ୧୧, ଯାଜପୁରର ୮, କେନ୍ଦ୍ରାପଡାରୁ ୬ ଓ କେନ୍ଦୁଝରରୁ ୫ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ ଓ କଟକରୁ ୪ଜଣ ଲେଖାଏଁ ଏବଂ ଭଦ୍ରକ ଓ ନୟାଗଡରୁ ୩ଜଣ ଲେଖାଏଁ, ବରଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୯୩୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦାଣ୍ଡରେ ଜମି ରହିଛି ବର୍ଜ୍ୟଜଳ : ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଅସନ୍ତୋଷ, ଡ୍ରେନେଜ୍‌ ଦାବି

ବୋଲଗଡ଼,୧୫ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅସରଳା ଗ୍ରାମଦାଣ୍ଡରେ ବର୍ଜ୍ୟଜଳ ନିଷ୍କାସିତ ନ ହୋଇ ଗାଁ ଦାଣ୍ଡରେ ଜମି ରହିଥିବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଛି। ଉପଯୁକ୍ତ ଡ୍ରେନେଜ୍‌...

ବହୁଚର୍ଚ୍ଚିତ ଗମ୍ଭାରୀ-ବେଲପଡ଼ା ରାସ୍ତା: ଆରମ୍ଭ ହେଲା ବିଭାଗୀୟ ତଦନ୍ତ

ଖପ୍ରାଖୋଲ, ୧୩।୬(ଡି.ଏନ,ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଡିଭିଜନ ଅନ୍ତର୍ଗତ ବେଲପଡା-ଗମ୍ଭାରୀ ରାସ୍ତା ନିର୍ମାଣର ମାନ ନିର୍ଦ୍ଧାରଣ ପାଇଁ ବୁଧବାର ବିଭାଗୀୟ ତଦନ୍ତ ଆରମ୍ଭ...

ରାଜ୍ୟରେ ୫ ବର୍ଷରେ ୨୦ ହଜାର ମାନବାଧିକାର ଉଲ୍ଲଂଘନ ମାମଲା

  ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍‌ଆର୍‌ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ...

ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ‘ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ’ ଶୀର୍ଷକ...

୫-ଟି ରୂପାନ୍ତରଣ ବିଦ୍ୟାଳୟରେ ନିମ୍ନମାନର କାର୍ଯ୍ୟ

ଡେରାବିଶ, ୨୮।୭ (ସ୍ବ.ପ୍ର.): ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ କରିବା ଓ କୋମଳମତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷାପ୍ରତି ଅଧିକ ଅଗ୍ରହ ଜନ୍ମାଇବା ପାଇଁ ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର...

ବିଦ୍ୟାଳୟରେ ତାଲା, ବାହାରେ ପଢ଼ିଲେ ଛାତ୍ରୀଛାତ୍ର

କଣାସ,୨।୧୦(ସ୍ବ.ପ୍ର.): କଣାସ ବ୍ଲକ ଅନ୍ତର୍ଗତ ଗଡ଼ସାନପୁଟ ପଞ୍ଚାୟତର ବାରଦାରେ ଥିବା ବାରଦା-ବାଦଲପୁର ଉଚ୍ଚ ବିଦ୍ୟାଳୟରେ ଶିକ୍ଷକମାନଙ୍କ ମଧ୍ୟରେ ଦୀର୍ଘଦିନ ହେବ କୌଣସି କଥାକୁ ନେଇ ତିକ୍ତତା...

୨ ମେଧାବୀ ଛାତ୍ରଙ୍କୁ ପଢ଼ାଇବ ବିଡେକା

ଭଞ୍ଜନଗର,୧୯।୧୨(ଡି.ଏନ.ଏ)-ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ଚଳିତବର୍ଷ ୨ ମେଧାବୀ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଛାତ୍ର...

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ...

Advertisement
Archives

Model This Week