କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ

କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୨୦୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୪୮୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୪୯ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୪୯୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri