ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୧ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୭୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୪୧୪୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୩୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୨୯୨୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri