Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୩୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୨୦୪, ବାଲେଶ୍ୱରରୁ ୧୬୨, ମୟୁରଭଞ୍ଜରୁ ୧୨୬, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ଯାଜପୁରରୁ ୧୦୭, ବରଗଡରୁ ୮୮, ବଲାଙ୍ଗୀରରୁ ୮୭, ଝାଡସୁଗୁଡାରୁ ୮୫, ଭଦ୍ରକରୁ ୭୭, କଳାହାଣ୍ଡିରୁ ୭୨, ନୂଆପଡାରୁ ୬୫, କେନ୍ଦ୍ରାପଡାରୁ ୬୪, ସୋନପୁରରୁ ୬୪, ପୁରୀରୁ ୫୯, ଜଗତସିହଂପୁରରୁ ୫୦, କେନ୍ଦୁଝରରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୩୪, ଗଞ୍ଜାମରୁ ୩୪, ବୌଦ୍ଧରୁ ୩୩, କନ୍ଧମାଳରୁ ୩୩, ମାଲକାନଗିରିରୁ ୩୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୨୯, କୋରାପୁଟରୁ ୨୮, ନୟାଗଡରୁ ୨୧, ନବରଙ୍ଗପୁରରୁ ୧୫, ଦେଓଗଡରୁ ୧୦, ଗଜପତିରୁ ୬, ଷ୍ଟେଟପୁଲରୁ ୬୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?