Categories: ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୩୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୩୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୨୦୪, ବାଲେଶ୍ୱରରୁ ୧୬୨, ମୟୁରଭଞ୍ଜରୁ ୧୨୬, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ଯାଜପୁରରୁ ୧୦୭, ବରଗଡରୁ ୮୮, ବଲାଙ୍ଗୀରରୁ ୮୭, ଝାଡସୁଗୁଡାରୁ ୮୫, ଭଦ୍ରକରୁ ୭୭, କଳାହାଣ୍ଡିରୁ ୭୨, ନୂଆପଡାରୁ ୬୫, କେନ୍ଦ୍ରାପଡାରୁ ୬୪, ସୋନପୁରରୁ ୬୪, ପୁରୀରୁ ୫୯, ଜଗତସିହଂପୁରରୁ ୫୦, କେନ୍ଦୁଝରରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୩୪, ଗଞ୍ଜାମରୁ ୩୪, ବୌଦ୍ଧରୁ ୩୩, କନ୍ଧମାଳରୁ ୩୩, ମାଲକାନଗିରିରୁ ୩୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୨୯, କୋରାପୁଟରୁ ୨୮, ନୟାଗଡରୁ ୨୧, ନବରଙ୍ଗପୁରରୁ ୧୫, ଦେଓଗଡରୁ ୧୦, ଗଜପତିରୁ ୬, ଷ୍ଟେଟପୁଲରୁ ୬୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।