କଟକ ସହରରୁ ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୯।୯(ବ୍ୟୁରୋ)-କଟକ ସହରରୁ ଆଜି ୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୦୫ ଜଣ ଚିହ୍ନଟ ହୋଇଥିବାବେଳେ ୧୩୩ ଲୋକାଲ କଣ୍ଟାକ୍ଟ କେସ। ଜଗତପୁରରୁ ୧୦, ରାଣୀହାଟରୁ ୭, ନିମଚୌରୀରୁ ୪, ନୟାବଜାରରୁ ୪, ନିମ୍ବସାହିରୁ ୪, ବିଡାନାଶୀରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୬୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪୮୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୩୧ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୧୯୮୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri