କଟକରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୭।୯-କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୧୦୩ ରହିଛି। ନୟାବଜାରରୁ ୯ ଜଣ, ମହତାବ ରୋଡରୁ ୬, ସିଡିଏ ସେକ୍ଟର-୭ ରୁ ୫, ମହାନଦୀ ବିହାରରୁ ୫, କାଠଗଡା ସାହିରୁ ୪, ଚାନ୍ଦିନୀ ଚୌକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି ) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri