ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୦୩ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ଗଞ୍ଜାମରୁ ୨୦୪, ରାୟଗଡାରୁ ୧୮୦, ସମ୍ବଲପୁରରୁ ୧୪୯, ନୟାଗଡରୁ ୧୩୫, ବାଲେଶ୍ୱରରୁ ୧୩୨, ମୟୂରଭଞ୍ଜରୁ ୧୦୭, ପୁରୀରୁ ୧୦୨, କୋରାପୁଟରୁ ୯୫, ଝାଡସୁଗୁଡାରୁ ୭୧, ବରଗଡରୁ ୭୦, ଭଦ୍ରକରୁ ୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବୌଦ୍ଧରୁ ୭୦, ମାଲକାନଗିରିରୁ ୬୭, କନ୍ଧମାଳରୁ ୫୨, ଗଜପତିରୁ ୪୮, ନବରଙ୍ଗପୁରରୁ ୪୪, କେନ୍ଦ୍ରାପଡାରୁ ୪୩, କଳାହାଣ୍ଡିରୁ ୩୮, ବଲାଙ୍ଗୀରରୁ ୩୬, ଯାଜପୁରରୁ ୩୩, ସୋନପୁରରୁ ୨୬, କେନ୍ଦୁଝରରୁ ୨୧, ଢେଙ୍କାନାଳରୁ ୧୯, ଜଗତସିଂହପୁରରୁ ୧୫, ସୁନ୍ଦରଗଡରୁ ୧୫, ନୂଆପଡାରୁ ୭, ଅନୁଗୋଳରୁ ୩, ଦେଓଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?