Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ, ସୁନ୍ଦରଗଡ଼ରୁ ୧୧୧, ଅନୁଗୋଳରୁ ୧୦୮, ବଲାଙ୍ଗୀରରୁ ୧୦୩, ମୟୂରଭଞ୍ଜରୁ ୧୦୧, ବରଗଡ଼ରୁ ୯୭ ସୁସ୍ଥ ହୋଇଛନ୍ତି। ସେହିପରି ନୂଆପଡ଼ାରୁ ୯୦, ନବରଙ୍ଗପୁରରୁ ୮୧, କେନ୍ଦୁଝରରୁ ୭୪, ଜଗତସିଂହପୁରରୁ ୭୧, ଢେଙ୍କାନାଳରୁ ୬୯, ଭଦ୍ରକ ଓ ନୟାଗଡ଼ରୁ ୬୭ ଲେଖାଏଁ, ଝାରସୁଗୁଡ଼ାରୁ ୬୨, ମାଲକାନଗିରିରୁ ୫୭, କନ୍ଧମାଳରୁ ୪୯, ସୋନପୁରରୁ ୪୫, କଳାହାଣ୍ଡିରୁ ୩୯, ଗଞ୍ଜାମରୁ ୩୬, ବୌଦ୍ଧରୁ ୩୪, କୋରାପୁଟରୁ ୩୩, ଦେବଗଡ଼ରୁ ୨୩ ରାୟଗଡ଼ାରୁ ୧୯ ଓ ଗଜପତିରୁ ୧୩, ଷ୍ଟେଟପୁଲରୁ ୧୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri