ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୋଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡାରୁ ୮୪, ଯାଜପୁରରୁ ୭୫, ନୂଆପଡାରୁ ୭୦, ବରଗଡରୁ ୬୯, ବଲାଙ୍ଗୀରରୁ ୬୯, ଝାଡସୁଗୁଡାରୁ ୬୭, କେନ୍ଦୁଝରରୁ ୬୬, ଭଦ୍ରକରୁ ୬୦, ଜଗତସିଂହପୁରରୁ ୫୫, ସମ୍ବଲପୁରରୁ ୫୪, ଢେଙ୍କାନାଳରୁ ୪୯, କଳାହାଣ୍ଡିରୁ ୪୯, ବୌଦ୍ଧରୁ ୪୬, ଗଞ୍ଜାମରୁ ୪୨, ମାଲକାନଗିରିରୁ ୩୮, କନ୍ଧମାଳରୁ ୩୩, କୋରାପୁଟରୁ ୩୩, ନବରଙ୍ଗପୁରରୁ ୩୩, ନୟାଗଡରୁ ୩୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୨୭, ଗଜପତିରୁ ୧୪, ଦେଓଗଡରୁ ୯, ଷ୍ଟେଟପୁଲରୁ ୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?