Posted inଜାତୀୟ

ଦେଶରେ ଆଜି ୨୬୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୬,୮୮,୩୬୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଏବେ ସୁଦ୍ଧା ଦେଶରେ ୪,୪୧,୫୪,୬୨୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨,୯୭୦ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁସଂଖ୍ୟା ୫,୩୦,୭୭୫କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା…

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri