ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୮୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦, ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬, ବରଗଡରୁ ୭୫, ଯାଜପୁରରୁ ୬୮, କୋରାପୁଟରୁ ୬୮, ଜଗତସିଂହପୁରରୁ ୬୪, ସମ୍ବଲପୁରରୁ ୬୨, ଭଦ୍ରକରୁ ୫୪, ଝାଡସୁଗୁଡାରୁ ୫୦, ନବରଙ୍ଗପୁରରୁ ୪୫, ମାଲକାନଗିରିରୁ ୪୧, ସୋନପୁରରୁ ୩୬, ଢେଙ୍କାନାଳରୁ ୩୫, ବଲାଙ୍ଗୀରରୁ ୨୮, କନ୍ଧମାଳରୁ ୨୮, ନୂଆପଡାରୁ ୨୫, ସୁନ୍ଦରଗଡରୁ ୨୩, କଳାହାଣ୍ଡିରୁ ୧୮, ରାୟଗଡାରୁ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୧୭, କେନ୍ଦ୍ରାପଡାରୁ ୧୫, ନୟାଗଡରୁ ୧୨, ଅନୁଗୋଳରୁ ୯, ବୌଦ୍ଧରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri