ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୧୦।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, ଢେଙ୍କାନାଳ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରରୁ ୨୫, ସୋନପୁରରୁ ୨୪, ବୌଦ୍ଧ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୋଳରୁ ୧୭ ଓ ଦେବଗଡ଼ରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri