ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୧୦।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, ଢେଙ୍କାନାଳ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗିରରୁ ୨୫, ସୋନପୁରରୁ ୨୪, ବୌଦ୍ଧ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୋଳରୁ ୧୭ ଓ ଦେବଗଡ଼ରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷିକୁ ଫୋକସ୍‌

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟ ପାଇଁ କରୋନା ମହାମାରୀ ପରବର୍ତ୍ତୀ ସମୟ ଅତ୍ୟନ୍ତ କଠିନ ହୋଇଛି। କେନ୍ଦ୍ରୀୟ ଟିକସ ହ୍ରାସ ସାଙ୍ଗକୁ ଜିଏସ୍‌ଟି କ୍ଷତିପୂରଣ, ପଞ୍ଚଦଶ ଅର୍ଥ କମିଶନ...

ବନ୍ଧୁକରେ ରୋମାନ୍ସ, ଫୁଟିଲା ଗୁଳି

ଭୁବନେଶ୍ୱର, ୧୧ା୨(ବ୍ୟୁରେ): ପ୍ରେମିକାଙ୍କ ଶରୀରରେ ବନ୍ଧୁକ ଲଗାଇ ରୋମାନ୍ସ କରୁଥିଲେ ପ୍ରେମିକ। ଅଜାଣତରେ ଦବି ହୋଇଯାଇଥିଲା ଟ୍ରିଗର। ବନ୍ଧୁକର ଗୋଟିଏ ଗୁଳି ପ୍ରେମିକାଙ୍କ ଜଙ୍ଘରୁ ବାହାରି...

କୋଭିଡ୍‌ କଟକଣାରେ ଚାଲିବ ବଜେଟ ଅଧିବେଶନ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣାରେ...

ଭାଜପାକୁ ଟକ୍କର ଦେବାକୁ ବିରୋଧୀଙ୍କ ରଣନୀତି

ଜଗତ୍‌ସିଂହପୁର ଅଫିସ, ୫।୨: ଜଗତ୍‌ସିଂହପୁର ଜିଲାର ୨୬ ଜିଲା ପରିଷଦ ଆସନ ମଧ୍ୟରୁ ରଘୁନାଥପୁର ଜିଲା ପରିଷଦ ୧ନଂ. ଜୋନ୍‌ର ଗୁରୁତ୍ୱ ରହିଛି। କାରଣ ୨୦୧୭...

ଆଗୁଆ ଆସିବ ମୌସୁମୀ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗୁଆ ଆସିବ। ନିର୍ଦ୍ଧାରିତ ସମୟର ୫ଦିନ ପୂର୍ବରୁ ଅର୍ଥାତ୍‌ ମେ’ ୧୫ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗରରେ...

ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ମାମଲା:୨୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ତଥା ରାଜ୍ୟର ଅନ୍ୟ ବାର୍‌ ଆସୋସିଏଶନର କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ହୋଇଥିବା ଅଦାଲତ ଅବମାନନା ମାମଲାର...

ଧଳା ଜହର ଜାଲରେ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୧ା୮-ଢେଙ୍କାନାଳ ପାଲଟିଛି ବ୍ରାଉନ୍‌ସୁଗାର କାରବାରର ସେଫ୍‌ଜୋନ୍‌। ନିଶା ବେପାରୀମାନେ କଲେଜ ପଢୁଆ ଛାତ୍ରୀଛାତ୍ରଙ୍କୁ ଟାର୍ଗେଟ କରୁଛନ୍ତି। ପୋଲିସ ଗୋଇନ୍ଦା ବିଫଳତା କାରଣରୁ ଏହି...

ମହିଳାଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ଚୁକ୍ତି

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ଜାତିସଂଘ ପୁଞ୍ଜି ବିକାଶ ପାଣ୍ଠି (ୟୁଏନ୍‌ସିଡିଏଫ୍‌) ମଧ୍ୟରେ ସୋମବାର ଏକ ଚୁକ୍ତିପତ୍ର ସ୍ବାକ୍ଷର କରିଛନ୍ତି।...

Advertisement
Archives

Model This Week