ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୯, ସୋନପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡାରୁ ୭୨, ବାଲେଶରରୁ ୬୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଢେଙ୍କାନାଳରୁ ୬୬, କଳାହାଣ୍ଡିରୁ ୬୩, କେନ୍ଦୁଝରରୁ ୫୫, କନ୍ଧମାଳରୁ ୪୮, ମାଲକାନଗିରିରୁ ୪୨, ବୌଦ୍ଧରୁ ୪୧, ନୂଆପଡାରୁ ୪୧, ନୟାଗଡରୁ ୩୭, ଗଞ୍ଜାମରୁ ୩୬, ଭଦ୍ରକରୁ ୩୧, ରାୟଗଡାରୁ ୨୭, କୋରାପୁଟରୁ ୨୬, ଦେବଗଡରୁ ୧୫ ଓ ଗଜପତିରୁ ୩, ଷ୍ଟେଟପୁଲରୁ ୨୦୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri