ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୮୮ କରୋନା ଆକ୍ରାନ୍ତ : ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୮୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲାଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ ୧୩୮, ପୁରୀରୁ ୧୩୪, ବାଲେଶ୍ୱରରୁ ୧୨୩, ସମ୍ବଲପୁରରୁ ୧୧୭, ମାଲକାନଗିରିରୁ ୮୧, ସୁନ୍ଦରଗଡରୁ ୭୮, ନବରଙ୍ଗପୁରରୁ ୫୬, ଝାରସୁଗୁଡାରୁ ୫୫, ଭଦ୍ରକରୁ ୫୨, ବରଗଡରୁ ୫୧, ଜଗତସିଂହପୁରରୁ ୩୫, ଢେଙ୍କାନାଳରୁ ୩୪, କଳାହାଣ୍ଡିରୁ ୩୩, ଗଜପତିରୁ ୩୦, କେନ୍ଦୁଝରରୁ ୨୯, କନ୍ଧମାଳରୁ ୨୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୋନପୁରରୁ ୧୫, କେନ୍ଦ୍ରାପଡାରୁ ୧୪, ବୌଦ୍ଧରୁ ୧୦, ଅନୁଗୋଳରୁ ୫, ଯାଜପୁରରୁ ୫, ଦେଓଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri