ଭୁବନେଶ୍ୱରରେ ଆଜି ୨୯୫ ପଜିଟିଭ ଚିହ୍ନଟ: ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୫୩ ଜଣ ଚିହ୍ନଟ ହୋଇଥିବାବେଳେ ୧୪୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ପୋଲିସ ସିକ୍ୟୁରିଟି ଓ୍ବିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଟିଆ କିଟ୍‌ କ୍ୟାମ୍ପସରୁ ୧୧, ବମିଖାଲରୁ ୩, ନୟାପଲ୍ଲୀ ବେହେରା ସାହିରୁ ୨, ଡୁମୁଡୁମାରୁ ୩, ଡମଣାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

ସ୍ତ୍ରୀଙ୍କ ଆଖି ଆଗରେ ସ୍ବାମୀଙ୍କୁ ଦଳି ମାରିଦେଲା ହାତୀ

ଲାଞ୍ଜିଗଡ଼,୫ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜର ଲାଞ୍ଜିଗଡ ସେକ୍ସନ ଅନ୍ତର୍ଗତ କାଣ୍ଡଗୁଡା ଗାଁ ନିକଟରେ ସୋମବାର ହାତୀ ଆକ୍ରମଣରେ ପୁଣି ଜଣଙ୍କର…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?