ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡରୁ ୧୧୪, ପୁରୀରୁ ୧୧୪, ବାଲେଶ୍ୱରରୁ ୧୧୧, କୋରାପୁଟରୁ ୧୦୩, କେନ୍ଦ୍ରାପଡାରୁ ୯୧, ବରଗଡରୁ ୮୭, ଅନୁଗୋଳରୁ ୮୦, କେନ୍ଦୁଝରରୁ ୮୦, ରାୟଗଡାରୁ ୭୬, ଢେଙ୍କାନାଳରୁ ୭୫, ସୁନ୍ଦରଗଡରୁ ୬୮, ଝାଡସୁଗୁଡାରୁ ୬୭, ଭଦ୍ରକରୁ ୬୪, ମାଲକାନଗିରିରୁ ୬୧, ଜଗତସିଂହପୁରରୁ ୩୮, ନୂଆପଡାରୁ ୩୭, କନ୍ଧମାଳରୁ ୩୩, ଗଜପତିରୁ ୨୫, ନବରଙ୍ଗପୁରରୁ ୨୧, ଯାଜପୁରରୁ ୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୦, ଦେଓଗଡରୁ ୫, ସୋନପୁରରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?