ଭୁବନେଶ୍ୱରରୁ ଆଜି ୩୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ଏଣିକି ଆଉ କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର। ଏ ନେଇ ସବୁ ଜିଲାପାଳମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଚିଠି କରିଛନ୍ତି। ରାଜ୍ୟରେ...

ମହାପ୍ରଭୁଙ୍କ ପ୍ରତି ଅସମ୍ମାନ:ତୁଳସୀ ମାଳ ପକାଇ ଶ୍ରୀମନ୍ଦିର ପ୍ରରିକ୍ରମା କଲେ ସାଧୁ

ପୁରୀ ଅଫିସ, ୨୮ା୭: ଶ୍ରୀକ୍ଷେତ୍ର ମାଟିରେ ପୁଣି ଶ୍ରମନ୍ଦିର ସମ୍ମୁଖରେ ମହାପ୍ରଭୁଙ୍କ ପ୍ରତି ଅସମ୍ମାନ। କଳା ଠାକୁରଙ୍କ ଶ୍ରୀମସ୍ତକରେ ଶୋଭା ପାଉଥିବା ତୁଳସୀ ମାଳକୁ ବେକରେ...

କୁମାର ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦(ବ୍ୟୁରୋ): ଆଜି ହେଉଛି ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ସୁରକ୍ଷା ପାଇଁ...

CORONAVIRUS UPDATE: ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ନୂଆ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଥିବା ରାଜ୍ୟ...

ଓଡ଼ିଆ ସଂସ୍କୃତି, ପରମ୍ପରା ସମ୍ପର୍କରେ ଜାଣିଲେ ୭ ଦେଶର ପ୍ରତିନିଧି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଭାରତୀୟ କଳା, ସଂସ୍କୃତି, ପରମ୍ପରା ଓ ପାରିବାରିକ ମୂଲ୍ୟବୋଧ ସମ୍ପର୍କରେ ଅବଗତ ହେବାକୁ ୭ ରାଷ୍ଟ୍ରରୁ ଭାରତ ଆସିଥିବା ୩୨ଜଣିଆ ମହିଳା ପ୍ରତିନିଧି ଦଳ...

ନାରାୟଣପାଟଣାରୁ ପ୍ରାର୍ଥିପତ୍ର ଦାଖଲ କଲେ ନାଚିକା ଲିଙ୍ଗା, ପୁଅ ରବିନାଚିକା

କୋରାପୁଟ,୨୦।୧(ସ୍ବ.ପ୍ର.)  ନାମାଙ୍କନପତ୍ର ଦାଖଲର ତୃତୀୟ ଦିନରେ କୋରାପୁଟ ଜିଲାରେ ମୋଟ ୧୫୪୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜିଲାରେ ଜିଲା ପରିଷଦ ଜୋନ ପାଇଁ ୧୫ ଜଣ...

ଘରେ ରହି ଅନ୍‌ଲାଇନ୍‌ରେ ପଢ଼ାଇବେ ଦୃଷ୍ଟିବାଧିତ ଅଧ୍ୟାପକ

ଭୁବନେଶ୍ୱର, ୨୫।୮(ବ୍ୟୁରୋ):  ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆସିଛି। ମହାମାରୀ କରୋନା କଟକଣା ସମୟରେ ଦୃଷ୍ଟିବାଧିତ ଅଧ୍ୟାପକଙ୍କୁ ଆଉ କଲେଜ...

ନ୍ୟୁଜିଲାଣ୍ଡରେ କରୋନା ମୁକାବିଲା କରିବ ସେନା

ଓ୍ବେଲିଂଟନ୍‌,୧୭।୬: ନ୍ୟୁଜିଲାଣ୍ଡ ଜୁନ ୮ରେ କରୋନା ମୁକ୍ତ ଦେଶ ବୋଲି ଘୋଷଣା କରିଥିଲା। କିନ୍ତୁ ଗୋଟିଏ ସପ୍ତାହ ପରେ ଦେଶରେ ପୁଣି ୨ନୂଆ କରୋନା ପଜିଟିଭ୍‌...

Advertisement
Archives

Model This Week