Posted inରାଜ୍ୟ

ରାଜ୍ୟରେ ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୪୨, ବରଗଡରୁ ୧୬୮, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡରୁ ୯୭, କେନ୍ଦୁଝରରୁ ୯୫, ସମ୍ବଲପୁରରୁ ୮୩, କେନ୍ଦ୍ରାପଡାରୁ ୮୦, ଯାଜପୁରରୁ ୭୯, କୋରାପୁଟରୁ ୭୯, ଝାଡସୁଗୁଡାରୁ ୭୦, ମାଲକାନଗିରିରୁ ୬୮,ପୁରୀରୁ ୫୮, ଜଗତସିଂହପୁରରୁ ୫୭, ଢେଙ୍କାନାଳରୁ ୫୬, ଅନୁଗୋଳରୁ ୪୯, ବଲାଙ୍ଗୀରରୁ ୪୬, ଭଦ୍ରକରୁ ୪୨, କନ୍ଧମାଳରୁ୪୦, ସୋନପୁରରୁ ୪୦, ନବରଙ୍ଗପୁରରୁ ୩୫, ନୟାଗଡରୁ ୩୧, ଗଜପତିରୁ ୨୬, କଳାହାଣ୍ଡିରୁ ୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବୌଦ୍ଧରୁ ୨୧, ନୂଆପଡାରୁ ୧୨, ଦେଓଗଡରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଜେଇ ହେଉଛି ଶ୍ରୀଲୋକନାଥ ମନ୍ଦିର, ୨ ତାରିଖ ଭୋର ୪ଟାରେ ଉଠିବ ମହାଦୀପ

ପୁରୀ ଅଫିସ, ୨୫ା୨: ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଆସନ୍ତା ୨୭ରେ ପଙ୍କୋଦ୍ଧାର ତଥା ପଙ୍କ ଉଜୁଳା ନୀତି ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୧ରେ...

ଦୈନନ୍ଦିନ ଜୀବନରେ ସ୍ବଚ୍ଛତାକୁ ସାମିଲ କର

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ସ୍ବଚ୍ଛ ସର୍ବେକ୍ଷଣ ଅଭିଯାନ ବର୍ତ୍ତମାନ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହା ଲୋକଙ୍କୁ ଏକ ସୁସ୍ଥ ବାତାବରଣ ପ୍ରଦାନ କରିବାର ମାଧ୍ୟମ ହୋଇପାରିଛି।...

ଡାକ୍ତରୀ ଛାତ୍ରଙ୍କ ପାଇଁ ଲାଗୁ ହେବ ବଣ୍ଡ୍‌ ବ୍ୟବସ୍ଥା

ସମ୍ବଲପୁର,୧୧।୭ (ବ୍ୟୁରୋ): ଏଣିକି ଡାକ୍ତରୀ ଛାତ୍ରଙ୍କ ପାଇଁ ଆର୍ଥତ୍କ ବଣ୍ଡ୍‌ ବ୍ୟବସ୍ଥା ଲାଗୁ ହେବ। ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ସହ ଚୁକ୍ତି କରାଯିବ। ଓଡ଼ିଶାର...

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ...

ଜିଲାସ୍ତରୀୟ ଶାସ୍ତ୍ରୀ ଓ ଗାନ୍ଧୀ ଜୟନ୍ତୀ ପାଳିତ

ପୁରୀ ଅଫିସ, ୩ା୧୦: ପୁରୀ ଜିଲାସ୍ତରୀୟ ୧୫୦ତମ ଗାନ୍ଧୀ ଓ ୧୧୫ତମ ଶାସ୍ତ୍ରୀ ଜୟନ୍ତୀ ବୁଧବାର ପାଳିତ ହୋଇଛି। ସକାଳେ ଗାନ୍ଧୀ ଘାଟଠାରେ ଆୟୋଜିତ କାର୍ଯ୍ୟକ୍ରମରେ...

ଏସବୁ ପାଇଁ ପାଳନ କରାଯାଏ ବଡ଼ ଓଷା…

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀରେ ବଡ଼ ଓଷା ପାଳିତ ହୋଇଥାଏ । ଏହି ଓଷା ଭୀଷ୍ମ ପଞ୍ଚକ ମଧ୍ୟରେ ବଡ଼ ଏକାଦଶୀ ବା ଦେବ ଉତ୍‌ଥାନ...

ଯାଜପୁରରେ ଆତଙ୍କ ଖେଳାଇଥିବା ଦନ୍ତାହାତୀ ଆଖି ବୁଜିଲା

ଭୁବନେଶ୍ୱର,୯।୩(ବ୍ୟୁରୋ): ଯାଜପୁରରେ ୫ ଜଣ ଲୋକଙ୍କ ଜୀବନ ନେଇସାରିବା ପରେ ଟ୍ରାଙ୍କୁଲାଇଜ କରି ଦନ୍ତା ହାତୀଟିକୁ ସେତେବେଳେ କାବୁ କରାଯାଇଥିଲା। ତେବେ ସେହି ଦନ୍ତାଟି ଆଖି...

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି।...

Advertisement
Archives

Model This Week