Advertisement

ଆଜି ରାଜ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୧୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ରୁ ୩, ଭଦ୍ରକରୁ ୧, କଟକରୁ ୪, ଦେବଗଡ଼ରୁ ୩, କନ୍ଧମାଳରୁ ୨, ଖୋର୍ଦ୍ଧାରୁ ୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧, ସମ୍ବପୁରରୁ ୩ ଓ ସୁନ୍ଦରଗଡ଼ରୁ ୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଲକ୍‌ଡାଉନ୍‌ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ...

୮ ଓଏଏସ୍‌ ଅଫିସରଙ୍କ ପଦୋନ୍ନତିକୁ ମୋହର

ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ଆଇଏଏସ୍‌ ଅଫିସର ପାହ୍ୟାକୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାର ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ସେମାନେ ହେଲେ...

ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ଘଟଣା: କାରଣ ଅସ୍ପଷ୍ଟ

ଚିତ୍ରକୋଣ୍ଡା,୨୦।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଟେମ୍ପରାରି କଲୋନୀ ପ୍ରାଇମେରି ପ୍ରାଥମିକ ଆବାସିକ ବିଦ୍ୟାଳୟରେ ସୋମବାର ମଧ୍ୟାହ୍ନଭୋଜନ ଖାଇ ୩୩ ଛାତ୍ରୀ ଅସୁସ୍ଥ ହୋଇ...

ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, କନଷ୍ଟେବଳ ଗିରଫ

ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ...

ଲଘୁଚାପ: ୧୬ ଯାଏ ବର୍ଷିବ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ...

କାଗଜ ଟଙ୍କାରେ ୪ ଦିନ, ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ: ଶପିଂ ବ୍ୟାଗ୍‌କୁ ଗୋଟେ ଦିନ ରଖନ୍ତୁ ଅଲଗା !

ବେଜିଂ,୭।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁର ସର୍ଜିକାଲ ମାସ୍କ୍‌ରେ ୭ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ତେଣୁ...

ସୁରୁଖୁରୁରେ ଅଧିବେଶନ ଲାଗି ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ୧ରୁ ଆରମ୍ଭ ହୋଇ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥର ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ଶୁକ୍ରବାର...

Advertisement
Archives

Model This Week