ଆଜି ରାଜ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୧୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ରୁ ୩, ଭଦ୍ରକରୁ ୧, କଟକରୁ ୪, ଦେବଗଡ଼ରୁ ୩, କନ୍ଧମାଳରୁ ୨, ଖୋର୍ଦ୍ଧାରୁ ୧, ମୟୂରଭଞ୍ଜରୁ ୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧, ସମ୍ବପୁରରୁ ୩ ଓ ସୁନ୍ଦରଗଡ଼ରୁ ୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri