Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୧୫, କଟକରୁ ୨୦୨, ମୟୂରଭଞ୍ଜରୁ ୧୫୪, କେନ୍ଦ୍ରାପଡ଼ାରୁ ୧୩୧, ଢେଙ୍କାନାଳରୁ ୧୨୩, ବାଲେଶ୍ୱରରୁ ୧୦୩, ସମ୍ବଲପୁରରୁ ୧୦୨, ଯାଜପୁରରୁ ୧୦୦, ଗଞ୍ଜାମରୁ ୯୮, ଝାରସୁଗୁଡ଼ାରୁ ୯୫, କୋରାପୁଟରୁ ୯୫, ବରଗଡ଼ରୁ ୯୨, କଳାହାଣ୍ଡିରୁ ୬୦, କନ୍ଧମାଳରୁ ୬୦, ସୁନ୍ଦରଗଡ଼ରୁ ୫୮, ରାୟଗଡ଼ାରୁ ୫୦, ଭଦ୍ରକରୁ ୪୩, ଜଗତସିଂହପୁରରୁ ୪୨, ବଲାଙ୍ଗିରରୁ ୪୧, ନବରଙ୍ଗପୁରରୁ ୩୪, ମାଲକାନଗିରିରୁ ୩୨, ନୟାଗଡ଼ରୁ ୨୯, ଗଜପତିରୁ ୨୦, ସୁବର୍ଣ୍ଣପୁରରୁ ୨୦, ନୂଆପଡ଼ାରୁ ୧୬, ବୌଦ୍ଧରୁ ୭, ଅନୁଗୋଳରୁ ୩ ଓ ଦେବଗଡ଼ରୁ ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁସେନା ବିମାନ ବି-୫୨ ଦୁର୍ଘଟଣାଗ୍ରସ୍ତ, ୮ ସେନା କର୍ମଚାରୀ ମୃତ

ଓ୍ବାଶିଂଟନ,୧୬।୬: ଆମେରିକାର କାଲିଫର୍ନିଆରେ ଏକ ବଡ଼ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମେରିକୀୟ ବାୟୁସେନା B-52 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବିମାନରେ ରହିଥିବା…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri